ଆଜି ପବିତ୍ର ରାମ ନବମୀ ଜନ୍ମୋତ୍ସବ

ଆଜି ପବିତ୍ର ରାମ ନବମୀ ଅବସରରେ ସଜେଇ ହୋଇଛି ସମଗ୍ର ଅଯୋଧ୍ୟା ନଗରୀ । ରାମନଗରୀରେ ଭଗବାନ ଶ୍ରୀରାମଙ୍କ ଜନ୍ମ ଦିବସକୁ ଧୁମଧାମରେ ପାଳନ କରାଯାଉଛି । ରାମ ନବମୀ ଲାଗି ସଜେଇ ହୋଇଛି ଅଯୋଧ୍ୟା । ୫ଶହ ବର୍ଷର ପ୍ରତୀକ୍ଷା ପରେ, ଭବ୍ୟ ହେବ ରାମ ଲଲାଙ୍କ ଜନ୍ମୋତ୍ସବ । ନବନିର୍ମିତ ରାମମନ୍ଦିରରେ ପ୍ରଥମ ଥର ପାଇଁ ପାଳନ ହେଉଛି ରାମନବମୀ । ଗର୍ଭଗୃହରେ ଦିବ୍ୟ ରୂପରେ ଝଲସିବେ ବାଲକ୍ ରାମ।