ପ୍ରଥମ ଟି-୨୦ରେ ଟସ ଜିତି ଭାରତର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାର ଠାରୁ ୩ ମ୍ୟାଚ ବିଶିଷ୍ଟ ଟି- ୨୦ ସିରିଜ୍‌ ଆରମ୍ଭ ହେଉଛି । କେରଳର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବାକୁ ଥିବା  ପ୍ରଥମ ମ୍ୟାଚରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି ଭାରତ। ଭ୍ରମଣକାରୀ ଦ.ଆଫ୍ରିକାକୁ ପ୍ରଥମେ ବ୍ୟାଟିଂ ପାଇଁ ନିମନ୍ତ୍ରଣ ଦେଇଛି ଭାରତ।