ପିଭି ସିନ୍ଧୁ ବିଜୟ ଧାରା ସହିତ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ

ଜାପାନ : ଭାରତର ତାରକା ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ଦମଦାର ପ୍ରଦର୍ଶନ କରିଛନ୍ତି । ସିନ୍ଧୁ ହଂକଂ ଖେଳାଳି ୨୧-୯, ୨୧-୧୬ ରେ ପରାସ୍ତ କରିଛନ୍ତି । ପିଭି ସିନ୍ଧୁ ବିଜୟ ଧାରା ସହିତ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି । ଫଳରେ ସିନ୍ଧୁଙ୍କଠାରୁ ପଦକ ଆଶା କରିଛି ଭାରତ ।