ଆରସିବି ଡବ୍ଲ୍ୟୁପିଏଲ ଚାମ୍ପିଅନ ୨୦୨୪

RCB ୱମେନ ପ୍ରଥମ ଥର ପାଇଁ ଆଇପିଏଲ ଚାମ୍ପିୟନ ହେଇଛନ୍ତି । ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ ୱମେନକୁ ହରାଇ ଚାମ୍ପିଅନ ହୋଇଛି।ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳ ଡବ୍ଲୁପିଏଲ ( ମହିଳା ପ୍ରିମିୟର ଲିଗ) ବିଜୟୀ ହୋଇଛି । ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ୮ ୱିକେଟରେ ପରାସ୍ତ କରିଛନ୍ତି ।