ଓଡିଶାରେ ୨ କରୋନା ସଂକ୍ରମିତ ଚିହ୍ନଟ । Shaksi News Dec 27, 2023 0 ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି।…