ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ, ୨ ଗୁରୁତର Shaksi News May 5, 2023 0 ବାଲେଶ୍ବର : ସୋରରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଅଜଣା ଗାଡ଼ିକୁ ଧକା ଦେଇ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି…