ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ,ମୋଟ ପାସହାର ୮୨.୭୭ ପ୍ରତିଶତ Shaksi News May 21, 2025 0 ଆଜି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ୨୦୨୫ର ଫଳାଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର…