ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା କଲା ବିସିସିଆଇ Shaksi News Jan 18, 2025 ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ ।ଚାମ୍ପିଅନ୍ସ ଟ୍ରଫି ଫେବୃଆରୀ ୧୯ ରୁ ମାର୍ଚ୍ଚ ୯…