ଐତିହାସିକ ସଫଳତା ସହ, ଭାରତୀୟ କ୍ରୀଡାରେ ଯୋଡି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ Shaksi News Aug 28, 2023 ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ଦେଶ ପାଇଁ ଏହି ଗୋଲ୍ଡ ମେଡାଲ…